ads

Breaking News

ବୋତଳରେ ଭୁଷି ହତ୍ଯୀ

ସାକ୍ଷୀଗୋପାଳ -----ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟଦାନ ଚାଲିଥିବା ବେଳେ ଜଗତସିଂହପୁର ଜିଲ୍ଲାର  ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ଗଡ଼କୁଜଙ୍ଗ ନୋଳିଆସାହିରେ ଏହି ହତ୍ୟାକାଣ୍ଡ ଘଟିଛି। ଏହା ଏକ ରାଜନୈତିକ ହତ୍ୟାକାଣ୍ଡ ବୋଲି ଅଭିଯୋଗ ହୋଉଛି   ମୃତକ ହେଲେ ଲଛମନ ବେହେରା। ଲଛମନ ଗତକାଲି ବିଜେଡି ଛାଡ଼ି କଂଗ୍ରେସରେ ମିଶିଥିଲେ। ସେଥିପାଇଁ ଜଣେ ବିଜେଡି କର୍ମୀ ଆକ୍ରୋଶମୂଳକ ଭାବେ ତାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି

ads

Blog Archive

Popular Posts