ads

Breaking News

ଦୁଇ ଦିନ ବର୍ଷିବ ବର୍ଷା

   ଭୁବନେଶ୍ବର---ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ  ୨୩ ଓ ୨୪ ତାରିଖରେ ଓଡ଼ିଶା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

 D senapati
BBSR News
 ଧୀରେନ୍ଦ୍ର ସେନାପତି

ads

Blog Archive

Popular Posts