ads

Breaking News

ଓଡିଶା ଗ୍ରାମ୍ୟ ବ୍ୟାଙ୍କ ତରଫରୁ ଭିଜିଲାନସ ସଚେତନତା ଅଭିଯାନ

ହାଟଡ଼ିହି---- ଓଡିଶା ଗ୍ରାମ୍ୟ ବ୍ୟାାଙ୍କ ତରଫରୁ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ଠାରେ ଭିଜିଲାନସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  କାର୍ଯ୍ୟକ୍ରମରେ ଶାଖା ପରିଚାଳକ ରାଜାରାମ ସା, ସହକାରୀ ଶିକ୍ଷକ ଶିଶିର କୁମାର ବିଶ୍ୱାଳ, ରାଧାକୃଷ୍ଣ ପତି, ମାଧବାନନ୍ଦ ଜେନା, ନବ କିଶୋର ବିଶ୍ୱାଳ, ପଦ୍ମନାଭ ପଣ୍ଡା, ଲକ୍ଷ୍ମୀକାନ୍ତ ମିଶ୍ର ପ୍ରମୁଖ ଯୋଗଦେଇ ଭିଜିଲାନସ ସଚେତନତା କାର୍ଯ୍ୟକ୍ରମର ଲକ୍ଷ ଓ ଉଦ୍ଦ୍ୟେଶ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ସାଧୁତା ଓ ଦୁର୍ନିତି ବିରୁଦ୍ଧରେ ସଚେତନତା ହେବାପାଇଁ ଛାତ୍ରଛାତ୍ରୀଙ୍କୁ ଶପଥପାଠ କରାଇଥିଲେ ।
ହାଟଡିହିରୁ ବିକାଶ ବିଶ୍ୱାଳ
 B Biswal
hatadhi

ads

Blog Archive

Popular Posts