ads

Breaking News

ରାଜ୍ୟରେ ୧୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର----ଆଜି ପୁଣି ୧୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି।ଗୋଟିଏ  ଦିନରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏକ ନୂଆ ରେକର୍ଡ଼ ସୃଷ୍ଟି ହୋଇଛି ରାଜ୍ୟରେ।
ଏମାନଙ୍କ ଭିତରୁ ୧୧୯ଜଣ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ଥିବା ବେଳେ ୧୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାଯାଇଛି। 
ଧୀରେନ୍ଦ୍ର ସେନାପତି

ads

Blog Archive

Popular Posts