ads

Breaking News

ଘରେ କେହି ନଥିବାର ସୁଯୋଗ ନେଇ ଯୁବତୀଙ୍କୁ ଦୁଷ୍କମ

  ସାକ୍ଷୀଗୋପାଳ ----- ସତ୍ୟବାଦୀ ଥାନା ନରେନ୍ଦ୍ରପୁର ଗ୍ରାମ ପଞ୍ଚାୟତର ଚଉଦଗୁଣ୍ଠ ଗ୍ରାମର ଜଣେ ଯୁବକ ଘରେ କେହି ନଥିବା ବେଳେ ଘରେ ପଶି ଦୁଷ୍କମ କରିଥିବା ନେଇ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି । ତାଙ୍କ ଅଭିଯୋଗକୁ ଗ୍ରହଣ କରି ସତ୍ୟବାଦୀ ଥାନା କେସନଂ୧୭୨/୨୦ରେ ଏକ କେସରୁଜ କରି ଅଭିଯୁକ୍ତ ଡମ୍ବୁରଧର ମହାପାତ୍ର (୨୮)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଆଇଆଇସି ଦେବୀ ପ୍ରସାଦ ପାତ୍ରଙ୍କ ଠାରୁ ସୁଚନା ମିଳିଛି । 

ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି 

ads

Blog Archive

Popular Posts