ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ବର୍ଷା
ଭୁବନେଶ୍ୱର------ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଧୀରେନ୍ଦ୍ର ସେନାପତି


