ads

Breaking News

ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟରେ ବୃକ୍ଷ ରୋପଣ

Tree planting at Odgaon Raghunath Cooperative College


ଓଡ଼ଗାଁ:- ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପରିସରରେ ବ୍ରୁକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଆମ୍ବ, ଅଶୋକ ଇତ୍ୟାଦି ବ୍ରୁକ୍ଷରୋପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓଡ଼ଗାଁ ବ୍ଳକ ଅଧ୍ଯକ୍ଷ ଲୋକନାଥ ସାହୁ, ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ସୁରେଶ ଚନ୍ଦ୍ର ହୋତାଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏନ୍ଏସି ଅଧିକାରୀ ସନ୍ତୋଷ କୁମାର ଜେନା, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ସୁଧାଂଶୁ ଶେଖର ବେହେରା, କଲେଜ ଅଧ୍ଯକ୍ଷ ରାଜକିଶୋର ସାହୁ, ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀ,ଛାତ୍ରଛାତ୍ରୀଙ୍କ ସହିତ କାର୍ଯ୍ୟକ୍ରମ ଅଧିକାରୀ ପ୍ରଦୀପ୍ତ କୁମାର ବିଶ୍ୱାଳ, ସମାଜସେବୀ ନିତ୍ୟାନନ୍ଦ ପ୍ରଧାନ, ରମେଶ ନାୟକ, ବିଚିତ୍ର ବେହେରା, ବିକାଶ ପଲ୍ଲେଇ, ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ଓଡ଼ଗାଁରୁ ଦିଲ୍ଲୀପ୍ କୁମାର ବିଶୋଇଙ୍କ,  ରିପୋର୍ଟ
ତା:-୧୮/ ୭/୨୦୨୨-----୬,୪୫     Sakhigopal News,18/7/2022

ads

Blog Archive

Popular Posts