ads

Breaking News

ନୟାଗଡ଼ରେ ନୂତନ ଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କଲେ

 ନୟାଗଡ଼ ଜିଲ୍ଲା ପାଳ ଡ଼ଃ ପୋମା ଟୁଡୁ ନୂତନ ଜିଲ୍ଲା ପାଳଙ୍କୁ ଦାୟିତ୍ୱ ହସ୍ତାନ୍ତର କରୁଛନ୍ତି
  ନୟାଗଡ଼.... ନୟାଗଡ଼ ଜିଲ୍ଲାର ଜିଲ୍ଲାପାଳ ଭାବେ ଆଜି ରବିନ୍ଦ୍ର କୁମାର ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଜିଲାପାଳ ଡ଼. ପୋମା ଟୁଡୁଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିବା ଜଣାଯାଇଛି। ନୟାଗଡ଼ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଉପ ଜିଲ୍ଲାପାଳ ଲଗ୍ନଜିତ ରାଉତ , ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଭାଷ ଚନ୍ଦ୍ର ରାୟ ଙ୍କ ସମେତ ବହୁ ଅଧିକାରୀଙ୍କ ଉପସ୍ଥିତି ରେ ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।
ନୟାଗଡରୁ ନିରଞ୍ଜନ ଦାସଙ୍କ ରିପୋର୍ଟ,୧୯/୧୦/୨୦୨୨---୯,୧୦ Sakhigopal News,19/10/2022

ads

Blog Archive

Popular Posts