ads

Breaking News

କେତକୀପାଟଣା ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ


ସାକ୍ଷୀଗୋପାଳ----   ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ କେତକୀପାଟଣା ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ସଭାପତିତ୍ୱ କରିଥିଲେ।  ସହକାରୀ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ବାରିକ, ରୁମଝୁମ ମହାନ୍ତି, ଉମାକାନ୍ତ ନାୟକ, ବିଶ୍ୱଜିତ ପ୍ରଧାନ, ଶଶୀଭୁଷଣ ବେହେରା କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ଦୁଇ ନେତା  ଦେଶ ପାଇଁ ସେମାନେ କରିଯାଇଥିବା  କୀର୍ତ୍ତି ଗୁଣଗାନ କରିଥିଲେ।  ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୨୩/୧/୨୦୨୩---୭,୩୫ Sakhigopal News,23/1/2023

ads

Blog Archive

Popular Posts