ads

Breaking News

ଜାନ୍ଡୋଲ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ


ବରଗଡ଼--- ବରଗଡ ଜିଲ୍ଲା ଭେଡେନ ବ୍ଲକ ଜାନ୍ଡୋଲ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମଞ୍ଚ ପରିଚାଳନା କରିଥିଲେ ହିନ୍ଦୀ ଶିକ୍ଷକ କେଦାର ନାଥ ସାହୁ।  ସଭାପତିତ୍ବ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ଦାସ। ମୁଖ୍ୟ ଅତିଥି ଭାବରେ ତାଲମେଣ୍ଡା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ମହାକୁର। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ର ଏସ ଏମ ଡି ସି ର ଅଧ୍ୟକ୍ଷ ରମେଶ ଚନ୍ଦ୍ର ପଣ୍ଡା। ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ସମୟରେ ବିଦ୍ୟାଳୟ ର ଶିକ୍ଷକ ସତ୍ୟ ନାରାୟଣ ଗଡତିଆ, ବିଜୟ ରାଜ ସାହୁ, ଶିକ୍ଷୟତ୍ରୀ ଅନିତା ଭୋଇ ଓ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପରିଶେଷରେ ଖେଳ ଶିକ୍ଷକ ରାଜକୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୯/୩/୨୦୨୩---୭,୧୦ Sakhigopal News,29/3/2023

ads

Blog Archive

Popular Posts