ads

Breaking News

ଜବାହର ନୋଡାଲ ହାଇସ୍କୁଲ ରେ ପୋଷାକ ବିତରଣ



ଭଞ୍ଜନଗର :---- ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟ, ବଡ଼କୋଦଣ୍ଡl ରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ଛାତ୍ର, ଛାତ୍ରୀ ଙ୍କୁ  ପୋଷାକ ବିତରଣ  କରାଯାଇଛି l ପ୍ରଧାନଶିକ୍ଷକ ସନ୍ତୋଷ ଜେନାଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସି. ଆର. ସି. ସି  ମୋହନ ସାହୁ, ଶିକ୍ଷକ ମନୋରଞ୍ଜନ ପଣ୍ଡା, ଗଣେଶ ଚନ୍ଦ୍ର ପଣ୍ଡା, ରଶ୍ମିତା ସାହୁ, ରାଜଲକ୍ଷ୍ମୀ ସାହୁ, ଶରତ ଚନ୍ଦ୍ର ବେହେରା ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରିଥିଲେ l ବିଦ୍ୟାଳୟ ପରିଚାଳନା କମିଟି ସହ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ  କରିଥିଲେ l ଶେଷରେ  ଶିକ୍ଷକ ମନୋରଞ୍ଜନ ପଣ୍ଡା ଧନ୍ୟବାଦ ପ୍ରଦାନ କରିଥିଲେ l ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୪/୭/୨୦୨୩----୯,୫୫ Sakhigopal News,14/7/2023

ads

Blog Archive

Popular Posts