ads

Breaking News

ପ୍ରାକ୍ତନ ଓଡ଼ିଆ ବିଶ୍ୱବିଦ୍ୟାଳୟର କର୍ମଚାରୀଙ୍କ ବିୟୋଗରେ ଶୋକସଭା



ସାକ୍ଷୀଗୋପାଳ, --- ସାକ୍ଷୀଗୋପାଳ ସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ କାର୍ଯ୍ୟରତ ମୁଖ୍ୟ କିରାଣୀ ଶ୍ରୀ ପ୍ରକାଶ ଗଉଡୁଙ୍କ ଅଚାନକ ବିୟୋଗ ଘଟିଯାଇଛି । ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କୁଳସଚିବ ରଶ୍ମିରେଖା ଦାସ, ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ଡ. ପ୍ରଦ୍ୟୁମ୍ନ କୁମାର ମିଶ୍ର ଏବଂ ବିଶ୍ବବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ, ଛାତ୍ରଛାତ୍ରୀ ପ୍ରମୁଖ ଦୁଇ ମିନିଟ୍ ନିରବ ପ୍ରାର୍ଥନା ପୂର୍ବକ ସ୍ବର୍ଗତ ଗଉଡୁଙ୍କ ଆତ୍ମାର ସଦଗତି କାମନା  କରିବା ସହ ଉକ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୫/୧୦/୨୦୨୪----୭,୩୫ Sakhigopal News,5/10/2024

ads

Blog Archive