ads

Breaking News

ଜଗନ୍ନାଥ ପ୍ରସାଦ ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଭଞ୍ଜନଗର ଶନିବାର ଦିନ ଓଡ଼ିଶା ସ୍କୁଲ୍ କଲେଜ୍ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଆହ୍ବାନ ରେ ଜଗନ୍ନାଥ ପ୍ରସାଦ ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି । ବ୍ଲକ୍ ସମନ୍ବୟ ସମିତି ଆବାହକ ତଥା ଓଷ୍ଟା ସଭାପତି ଶ୍ରୀ ପ୍ରଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ଧାରଣା ସହ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଗୋଷ୍ଟି ଶିକ୍ଷା ଅଧିକାରୀଙ୍କ ଜରିଆରେ  ମାନ୍ୟବର ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ତଥା ଗଣ ଶିକ୍ଷା ମନ୍ତ୍ରୀ ଙ୍କ ଉଦ୍ଧେଶ୍ୟରେ ଏକ ଦାବି ପତ୍ର ପ୍ରଦାନ କରାଯାଇଥିଲା। ଉକ୍ତ ପ୍ରତିବାଦ ସଭାରେ ବ୍ଲକ ଉପଡେଷ୍ଟା ଶ୍ରୀ ରମେଶ ଚନ୍ଦ୍ର ସହୁ, ସତ୍ୟବାନ ସାହୁ ତଥା ପ୍ରାୟ ୧୫ ଟି ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷକ, ଶିକ୍ଷୟିତ୍ରୀ ତଥା କର୍ମଚାରି ଯୋଗା ଦେଇ ଉକ୍ତ କାର୍ଯ୍ୟକ୍ରମକୁ ସଫଳ  କରିଥଲେ। ଭଞ୍ଜନଗର ରୁ ରବୀନ୍ଦ୍ର ପ୍ରଧାନ ଙ୍କ ରିପୋର୍ଟ,୨/୮/୨୦୨୫---୯,୩୫ Sakhigopal News,2/8/2025

ads

Blog Archive

Popular Posts